ବଡ଼ମ୍ବା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବଡ଼ମ୍ବା (କ୍ରମିକ ସଂଖ୍ୟା: ୮୭) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବଡ଼ମ୍ବା ବ୍ଳକ ଓ ନରସିଂହପୁର ବ୍ଳକ ।[1][2]
Quick Facts ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୪,୩୧୨ |
ଜିଲ୍ଲା: | କଟକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଟକ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବୀପ୍ରସାଦ ମିଶ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥିନୀ ଲକ୍ଷ୍ମୀ ଦେବୀଙ୍କଠାରୁ ୬୮୦୧୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବୀ ପ୍ରସାଦ ମିଶ୍ର, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁରେନ୍ଦ୍ର କୁମାର ନନ୍ଦଙ୍କଠାରୁ ୩୮,୧୮୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]