ବଲାଙ୍ଗୀର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବଲାଙ୍ଗୀର (କ୍ରମିକ ସଂଖ୍ୟା: ୬୮) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବଲାଙ୍ଗୀର (ପୌ), ବଲାଙ୍ଗୀର ବ୍ଳକ ଓ ଦେଓଗାଁ ବ୍ଳକ ।
Quick Facts ବଲାଙ୍ଗୀର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବଲାଙ୍ଗୀର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୩,୪୫୭ |
ଜିଲ୍ଲା: | ବଲାଙ୍ଗୀର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବଲାଙ୍ଗୀର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନରସିଂହ ମିଶ୍ର ବିଜୁ ଜନତା ଦଳ ପ୍ରାର୍ଥୀ ଅନଙ୍ଗ ଉଦୟ ସିଂହ ଦେଓଙ୍କଠାରୁ ୧୨୨୫୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[2]