ବସ୍ତା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବସ୍ତା (କ୍ରମିକ ସଂଖ୍ୟା: ୩୭) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିଆପାଳ ବ୍ଳକ ଓ ବସ୍ତା ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୨,୭୬୬ |
ଜିଲ୍ଲା: | ବାଲେଶ୍ୱର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବାଲେଶ୍ୱର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | 11 |
ବିଜ୍ଞାପିତ ଅଞ୍ଚଳ ପରିଷଦ: | 0 |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ନିତ୍ୟାନନ୍ଦ ସାହୁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜୟନାରାୟଣ ମହାନ୍ତିଙ୍କଠାରୁ ୬୪୩୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁନାଥ ମହାନ୍ତି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜୟନାରାୟଣ ମହାନ୍ତିଙ୍କଠାରୁ ୯,୫୩୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]