ବାଙ୍କୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବାଙ୍କୀ (କ୍ରମିକ ସଂଖ୍ୟା: ୮୮) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଙ୍କୀ (ବି), ବାଙ୍କୀ ବ୍ଳକ, ବାଙ୍କୀ-ଡମପଡ଼ା ବ୍ଳକ ଓ ବାରଙ୍ଗ ବ୍ଳକର କିଛି ଅଂଶ ।[1][2]
Quick Facts ବାଙ୍କୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବାଙ୍କୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୦,୭୩୯ |
ଜିଲ୍ଲା: | କଟକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଟକ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଭାତ କୁମାର ତ୍ରିପାଠୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରବିନ୍ଦ୍ର କୁମାର ମଲ୍ଲିକଙ୍କଠାରୁ ୪୩୭୫୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଭାତ କୁମାର ତ୍ରିପାଠୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଦେବାଶିଷ ପଟ୍ଟନାୟକଙ୍କଠାରୁ ୨୩,୪୪୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]