ବାଙ୍ଗିରିପୋଷି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବାଙ୍ଗିରିପୋଷି (କ୍ରମିକ ସଂଖ୍ୟା: ୨୯) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଙ୍ଗିରିପୋଷି ବ୍ଳକ, ଶାମାଖୁଣ୍ଟା ବ୍ଳକ ଓ କୁଳିଅଣା ବ୍ଳକ ।[2][3]
Quick Facts ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୨,୫୬୮ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ମୟୂରଭଞ୍ଜ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁଦାମ ମାରାଣ୍ଡି ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ପୁରୁଷୋତ୍ତମ ନାଏକଙ୍କଠାରୁ ୩୧୫୨୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି। [4]