ବାଲିଗୁଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବାଲିଗୁଡ଼ା (କ୍ରମିକ ସଂଖ୍ୟା: ୮୨) କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିଗୁଡ଼ା ବ୍ଳକ, କ. ନୂଆଗାଁ ବ୍ଳକ ଓ କୋଟଗଡ଼ ବ୍ଳକ ଓ ତୁମୁଡ଼ିବନ୍ଧ ବ୍ଳକ ।[2][3]
Quick Facts ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୩୭,୪୧୬ |
ଜିଲ୍ଲା: | କନ୍ଧମାଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କନ୍ଧମାଳ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରାଜୀବ ପାତ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କ୍ଲେଶ ପ୍ରଧାନଙ୍କଠାରୁ ୨୬୯୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କରେନ୍ଦ୍ର ମାଝି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସଦାନନ୍ଦ ମଲ୍ଲିକଙ୍କଠାରୁ ୩,୨୩୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]