ବିଷମ କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବିଷମ କଟକ (କ୍ରମିକ ସଂଖ୍ୟା: ୧୩୯) ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବିଷମ କଟକ ବ୍ଳକ, ମୁନିଗୁଡ଼ା ବ୍ଳକ, କୋଲନାରା ବ୍ଳକ, ଓ କଲ୍ୟାଣସିଂହପୁର ବ୍ଳକ ।[2][3]
Quick Facts ବିଷମ କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବିଷମ କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୫,୭୦୨ |
ଜିଲ୍ଲା: | ରାୟଗଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କୋରାପୁଟ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଜଗନ୍ନାଥ ସାରକା ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଡମ୍ବରୁଧର ଉଲାକାଙ୍କଠାରୁ ୨୯୧୮୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଡମ୍ବରୁଧର ଉଲାକା, ବିଜୁ ଜନତା ଦଳ ପ୍ରାର୍ଥୀ ଜଗନ୍ନାଥ ସରକାଙ୍କଠାରୁ ୩୪୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]