ବୌଦ୍ଧ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବୌଦ୍ଧ (କ୍ରମିକ ସଂଖ୍ୟା: ୮୬) ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବୌଦ୍ଧଗଡ଼ (ବି), ହରଭଙ୍ଗା ଓ ବୌଦ୍ଧ ବ୍ଳକର କିଛି ଅଂଶ ।[2][3]
Quick Facts ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୩୯,୬୨୧ |
ଜିଲ୍ଲା: | ବୌଦ୍ଧ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କନ୍ଧମାଳ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ କୁମାର ଅମାତ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁଶାନ୍ତ କୁମାର ପ୍ରଧାନଙ୍କଠାରୁ ୧୧୧୪୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ କୁମାର ଅମାତ, ସ୍ୱାଧୀନ ପ୍ରାର୍ଥୀ ସୁଶାନ୍ତ କୁମାର ପ୍ରଧାନଙ୍କଠାରୁ ୨୮,୨୦୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]