ବ୍ରହ୍ମଗିରି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବ୍ରହ୍ମଗିରି (କ୍ରମିକ ସଂଖ୍ୟା: ୧୦୮) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବ୍ରହ୍ମଗିରି ବ୍ଳକ, କୃଷ୍ଣପ୍ରସାଦ ବ୍ଳକ ଓ ପୁରୀ ସଦର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ବ୍ରହ୍ମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବ୍ରହ୍ମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୬,୩୮୭ |
ଜିଲ୍ଲା: | ପୁରୀ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ପୁରୀ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସଞ୍ଜୟ କୁମାର ଦାସବର୍ମା ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଲଲାଟେନ୍ଦୁ ମହାପାତ୍ରଙ୍କଠାରୁ ୧୬୪୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସଞ୍ଜୟ କୁମାର ଦାସ ବର୍ମା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କଠାରୁ ୪,୮୮୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]