ବ୍ରହ୍ମପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ବ୍ରହ୍ମପୁର (କ୍ରମିକ ସଂଖ୍ୟା: ୧୩୩) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବ୍ରହ୍ମପୁର (ମ)ର ୱାର୍ଡ଼ ୧ଠାରୁ ୨୪ ପର୍ଯ୍ୟନ୍ତ ।[2][3]
Quick Facts ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୩,୪୪୪ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବ୍ରହ୍ମପୁର |
ପଞ୍ଚାୟତ ସମିତି: | ୦ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିକ୍ରମ କୁମାର ପଣ୍ଡାଙ୍କଠାରୁ ୧୦୩୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଡ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିକ୍ରମ କୁମାର ପଣ୍ଡାଙ୍କଠାରୁ ୩,୮୪୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]