ଭଞ୍ଜନଗର
From Wikipedia, the free encyclopedia
[[Category:Lua error in package.lua at line 80: module 'Module:Pagetype/setindex' not found. with short description]]
Quick Facts ଭଞ୍ଜନଗର, ଦେଶ ...
ଭଞ୍ଜନଗର | |
---|---|
ବିଜ୍ଞାପିତ ଅଞ୍ଚଳ ପରିଷଦ | |
ଦେଶ | ଭାରତ |
ରାଜ୍ୟ | ଓଡ଼ିଶା |
ଜିଲ୍ଲା | ଗଞ୍ଜାମ |
Elevation | 69 m (226 ft) |
Population (2001) | |
• Total | ୧୯,୬୯୯ |
ଭାଷା | |
• ସରକାରୀ | ଓଡ଼ିଆ |
Time zone | UTC+୫.୩୦ (ଆଇ.ଏସ୍.ଟି) |
ପିନ୍ | ୭୬୧୧୨୬ |
ଦୁରଭାଷ କୋଡ | ୬୮୨୧ |
ଯାନବାହାନ ପଞ୍ଚୀକରଣ | OR-07/OD-32 |
Close
ଭଞ୍ଜନଗର, ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ ସହର (ବିଜ୍ଞାପିତ ଅଞ୍ଚଳ ପରିଷଦ) । ଏହାର ପୂରାତନ ନାମ ରସୁଲକୋଣ୍ଡା ଥିଲା । ପରେ ଏହା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାମରେ ନାମିତ ହେଲା । ଏହା ମଧ୍ୟ ଦେଇ ଲୋହାରଖଣ୍ଡି ଏବଂ ବଡନଦୀ ପ୍ରବାହିତ ହେଉଅଛି । ଭଞ୍ଜନଗରର ଜାତୀୟ ପଥ କ୍ରମାଙ୍କ ୭ ବ୍ରହ୍ମପୁରରୁ ଫୁଲବାଣୀକୁ ସଂଯୋଗ କରୁଛି | ବହୁତ ଦେବଦେବୀ ମନ୍ଦିର, ଗୀର୍ଜା, ଚର୍ଚ୍ଚ୍, ମସଜିଦ୍, ବିଦ୍ୟାଳୟ, ଏଠାରେ ଅବସ୍ଥିତ । ଏହା ଛତ୍ରପୁରଠାରୁ ୮୯ କି.ମି ଦକ୍ଷିଣ ଏବଂ ଭୁବନେଶ୍ୱରଠାରୁ ୧୫୯ କି.ମି ପୁର୍ବରେ ଅବସ୍ଥିତ [1]