ଭଣ୍ଡାରିପୋଖରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଭଣ୍ଡାରିପୋଖରୀ (କ୍ରମିକ ସଂଖ୍ୟା: ୪୩) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଭଣ୍ଡାରିପୋଖରୀ ବ୍ଳକ ଓ ବନ୍ତ ବ୍ଳକ ।[2][3]
Quick Facts ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୨,୨୩୨ |
ଜିଲ୍ଲା: | ଭଦ୍ରକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଭଦ୍ରକ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁବ୍ରତ କୁମାର ଦାସଙ୍କଠାରୁ ୩୪୦୯୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବଦ୍ରୀ ନାରାୟଣ ଧଳଙ୍କଠାରୁ ୨୦,୪୧୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]