ମାଲକାନଗିରି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ମାଲକାନଗିରି (କ୍ରମିକ ସଂଖ୍ୟା: ୧୪୬) ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମାଲକାନଗିରି (ବି), ମାଲକାନଗିରି ବ୍ଳକ, କାଲିମେଳା ବ୍ଳକ, ପୋଡ଼ିଆ ବ୍ଳକ ଓ କୋରୁକୁଣ୍ଡା ବ୍ଳକର କିଛି ଅଂଶ ।[1][2]
Quick Facts ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୬,୮୮୪ |
ଜିଲ୍ଲା: | ମାଲକାନଗିରି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ନବରଙ୍ଗପୁର |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମାନସ ମାଡକାମୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ମାଲା ମାଢୀଙ୍କଠାରୁ ୩୩୧୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମୁକୁନ୍ଦ ସୋଡ଼ୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନବୀନ ଚନ୍ଦ୍ର ମଦକମୀଙ୍କଠାରୁ ୧୦,୯୦୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]