ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଯାଜପୁର (କ୍ରମିକ ସଂଖ୍ୟା: ୫୨) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଯାଜପୁର (ପୌ), ଯାଜପୁର ବ୍ଳକର କିଛି ଅଂଶ ଓ ଦଶରଥପୁର ବ୍ଳକର କିଛି ଅଂଶ ।[1][2]
Quick Facts ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୯,୪୫୩ |
ଜିଲ୍ଲା: | ଯାଜପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଯାଜପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ କୁମାର ନନ୍ଦଙ୍କଠାରୁ ୮୪୬୧୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଦେବବ୍ରତ କଣ୍ଠଙ୍କଠାରୁ ୩୦,୨୪୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]