ରାଇରଙ୍ଗପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ରାଇରଙ୍ଗପୁର (କ୍ରମିକ ସଂଖ୍ୟା: ୨୮) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ରାଇରଙ୍ଗପୁର (ବି), ରାଇରଙ୍ଗପୁର ବ୍ଳକ, ବହଳଦା ବ୍ଳକ, ତିରିଙ୍ଗ ବ୍ଳକ ଓ ଜାମଡ଼ା ବ୍ଳକ ।[1][2]
Quick Facts ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୦,୨୨୯ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ମୟୂରଭଞ୍ଜ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଶଇବ ସୁଶୀଳ କୁମାର ହାଁସଦା ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ଦ୍ରୋପଦୀ ମୁର୍ମୁଙ୍କଠାରୁ ୧୫୫୫୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]