ରାଜନଗର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ରାଜନଗର (କ୍ରମିକ ସଂଖ୍ୟା: ୯୯) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପଟ୍ଟାମୁଣ୍ଡାଇ (ବି), ରାଜନଗର ବ୍ଳକ ଓ ପଟ୍ଟାମୁଣ୍ଡାଇ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୨୦,୧୫୬ |
ଜିଲ୍ଲା: | କେନ୍ଦ୍ରାପଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦ୍ରାପଡ଼ା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଂଶୁମାନ ମହାନ୍ତି ବିଜୁ ଜନତା ଦଳ ପ୍ରାର୍ଥୀ ଧ୍ରୁବଚରଣ ସାହୁଙ୍କଠାରୁ ୫୪୨୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅଲେଖ କୁମାର ଜେନା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନଳିନୀ କାନ୍ତ ମହାନ୍ତିଙ୍କଠାରୁ ୪,୩୩୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]