ରାମଚନ୍ଦ୍ର ମିଶ୍ର (ରାଜନେତା)
ଓଡ଼ିଆ ରାଜନୀତିଜ୍ଞ / From Wikipedia, the free encyclopedia
ରାମଚନ୍ଦ୍ର ମିଶ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
Quick Facts ରାମଚନ୍ଦ୍ର ମିଶ୍ର, ବିଧାୟକ: ୧ମ ଓଡ଼ିଶା ବିଧାନ ସଭା ...
ରାମଚନ୍ଦ୍ର ମିଶ୍ର | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ରାମଚନ୍ଦ୍ର ସେଠୀ |
ନିର୍ବାଚନ ମଣ୍ଡଳୀ | ବ୍ରହ୍ମପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବୃତ୍ତି | ରାଜନୀତିଜ୍ଞ |
Close