ରେଢ଼ାଖୋଲ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ରେଢ଼ାଖୋଲ (କ୍ରମିକ ସଂଖ୍ୟା: ୧୮) ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ରେଢ଼ାଖୋଲ (ବି), ରେଢ଼ାଖୋଲ ବ୍ଳକ, ଯୁଜୋମୁରା ବ୍ଳକ, ନାକଟିଦେଉଳ ବ୍ଳକ ଓ ମାନେଶ୍ୱର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୫,୪୧୫ |
ଜିଲ୍ଲା: | ସମ୍ବଲପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ସମ୍ବଲପୁର |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରୋହିତ ପୂଝାରୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅାସଫ୍ ଅଲ୍ଲି ଖାଁଙ୍କଠାରୁ ୧୧୯୦୯ ଖଣ୍ଡ ଅଧିକ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଆସଫ ଅଲି ଖାଁଙ୍କଠାରୁ ୯,୭୬୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]