ରେମୁଣା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ରେମୁଣା (କ୍ରମିକ ସଂଖ୍ୟା: ୩୯) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ରେମୁଣା ବ୍ଳକ ଓ ବାଲେଶ୍ୱର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୫,୮୨୫ |
ଜିଲ୍ଲା: | ବାଲେଶ୍ୱର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବାଲେଶ୍ୱର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସ ବିଜୁ ଜନତା ଦଳ ପ୍ରାର୍ଥୀ ସୁଦର୍ଶନ ଜେନାଙ୍କଠାରୁ ୧୩୮୨୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଈଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁଦର୍ଶନ ଜେନା, ସ୍ୱାଧୀନ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସଙ୍କଠାରୁ ୨୫,୧୨୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]