ଲୋଇସିଂହା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଲୋଇସିଂହା (କ୍ରମିକ ସଂଖ୍ୟା: ୬୬) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଲୋଇସିଂହା ବ୍ଳକ, ଆଗଲପୁର ବ୍ଳକ ଓ ପୁଇଁତଳା ବ୍ଳକ ।[2][3]
Quick Facts ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୧,୦୮୨ |
ଜିଲ୍ଲା: | ବଲାଙ୍ଗୀର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବଲାଙ୍ଗୀର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଯୋଗେନ୍ଦ୍ର ବେହେରା ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପାଣ୍ଡବ ଚନ୍ଦ୍ର କୁମ୍ଭାରଙ୍କଠାରୁ ୨୨୮୫୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]