ଶରତ କୁମାର ମହାନ୍ତି
ଭାରତୀୟ ଓଡ଼ିଆ-ଭାଷୀ ଲେଖକ / From Wikipedia, the free encyclopedia
ଶରତ କୁମାର ମହାନ୍ତି (୨୬ ଜାନୁଆରୀ ୧୯୩୮ - ୧୮ ମାର୍ଚ୍ଚ ୨୦୦୬)[1] ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ ।[2][3] ଶିଶୁ ସାହିତ୍ୟ, ବିଜ୍ଞାନ ଭିତ୍ତିକ ସାହିତ୍ୟ, ନିବନ୍ଧ ଓ ଜୀବନୀ ଆଦି ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗରେ ସେ ନିଜର ଅବଦାନ ଛାଡ଼ି ଯାଇଛନ୍ତି ।[4][5]