ଶିମୂଳିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଶିମୂଳିଆ (କ୍ରମିକ ସଂଖ୍ୟା: ୪୨) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଶିମୂଳିଆ ବ୍ଳକ ଓ ଖଇରା ବ୍ଳକ ।[2][3]
Quick Facts ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୩,୩୪୬ |
ଜିଲ୍ଲା: | ବାଲେଶ୍ୱର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଭଦ୍ରକ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କଠାରୁ ୭୯୩୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପର୍ଶୁରାମ ପାଣିଗ୍ରାହୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କଠାରୁ ୧୦,୯୨୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]