ସୁକିନ୍ଦା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ସୁକିନ୍ଦା (କ୍ରମିକ ସଂଖ୍ୟା: ୫୪) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସୁକିନ୍ଦା ବ୍ଳକ ଓ ଦାନଗଦି ବ୍ଳକ ।[2][3]
Quick Facts ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୩,୮୪୨ |
ଜିଲ୍ଲା: | ଯାଜପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଯାଜପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରୀତିରଞ୍ଜନ ଘଡେଇ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶରତ ରାଉତଙ୍କଠାରୁ ୪୭୦୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶରତ ରାଉତଙ୍କଠାରୁ ୨,୪୦୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]