ସୁନ୍ଦରଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ସୁନ୍ଦରଗଡ଼ (କ୍ରମିକ ସଂଖ୍ୟା: ୯) ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସୁନ୍ଦରଗଡ଼ (ପୌ), ସୁନ୍ଦରଗଡ଼ ବ୍ଳକ, ଟାଙ୍ଗରପାଲୀ ବ୍ଳକ, ହେମଗିରି ବ୍ଳକ ଓ ଲେଫ୍ରିପଡ଼ା ବ୍ଳକର କିଛି ଅଂଶ ।[1][2]
Quick Facts ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୨୦,୨୨୬ |
ଜିଲ୍ଲା: | ସୁନ୍ଦରଗଡ଼ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ସୁନ୍ଦରଗଡ଼ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯୋଗେଶ କୁମାର ସିଂ ବିଜୁ ଜନତା ଦଳ ପ୍ରାର୍ଥିନୀ କୁସୁମ ଟେଟେଙ୍କଠାରୁ ୧୨୫୮୪ ଖଣ୍ଡ ଅଧିକ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯୋଗେଶ କୁମାର ସିଂହ, ବିଜୁ ଜନତା ଦଳ ପ୍ରାର୍ଥୀ ସୁନିଲ କୁମାର ସିଂହ ଦେଓଙ୍କଠାରୁ ପ୍ରାୟ ୨୧,୦୦୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]