ସୋର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ସୋର (କ୍ରମିକ ସଂଖ୍ୟା: ୪୧) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସୋର (ବି), ସୋର ବ୍ଳକ ଓ ବାହାନଗା ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ସୋରୋ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ସୋରୋ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୩,୯୩୭ |
ଜିଲ୍ଲା: | ବାଲେଶ୍ୱର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଭଦ୍ରକ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପର୍ଶୁରାମ ଧଡ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ମୃତୁଞ୍ଜୟ ଜେନାଙ୍କଠାରୁ ୪୯୧୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁରେନ୍ଦ୍ର ପ୍ରସାଦ ପରମାଣିକ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ପର୍ଶୁରାମ ଧଡ଼ାଙ୍କଠାରୁ ୩୬୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]