ସୋରଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ସୋରଡ଼ା (କ୍ରମିକ ସଂଖ୍ୟା: ୧୨୯) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସୋରଡ଼ା (ବି), ବେଲଗୁଣ୍ଠା (ବି), ସୋରଡ଼ା ବ୍ଳକ ଓ ବେଲଗୁଣ୍ଠା ବ୍ଳକ । [1][2]
Quick Facts ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୯,୨୮୪ |
ଦେଶ: | ଭାରତ |
ରାଜ୍ୟ: | ଓଡ଼ିଶା |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଆସିକା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | ସୋରଡା(୨୫), ବେଲଗୁଣ୍ଠା(୧୮) |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୨ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବସନ୍ତ କୁମାର ବିଷୋଇଙ୍କଠାରୁ ୧୬୦୦୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ, ସ୍ୱାଧୀନ ପ୍ରାର୍ଥୀ ନୀଳମଣି ବିଷୋୟୀଙ୍କଠାରୁ ୪,୦୧୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]