ହିନ୍ଦୋଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ହିନ୍ଦୋଳ (କ୍ରମିକ ସଂଖ୍ୟା: ୫୬) ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ହିନ୍ଦୋଳ ବ୍ଳକ ଓ ଓଡ଼ାପଡ଼ା ବ୍ଳକ ।[2][3]
Quick Facts ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୩୨,୩୦୮ |
ଜିଲ୍ଲା: | ଢେଙ୍କାନାଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଢେଙ୍କାନାଳ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ସୀମାରାଣୀ ନାୟକ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଲକ୍ଷ୍ମୀଧର ବେହେରାଙ୍କଠାରୁ ୫୦୪୯୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅଞ୍ଜଳି ବେହେରା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରେବତୀ ବେହେରାଙ୍କଠାରୁ ୧୫,୦୩୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]